ପ୍ରେରିତ 17:1 - ପବିତ୍ର ବାଇବଲ1 ପାଉଲ ଓ ଶୀଲା ଆଂଫିପଲି ଓ ଆପଲ୍ଲୋନିଆ ନଗର ଦେଇ ଥେସଲନୀକୀ ନଗରରେ ପହଞ୍ଚିଲେ। ସେଠାରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା। Viz kapitolaଓଡିଆ ବାଇବେଲ1 ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)1 ପାଉଲ ଓ ଶୀଲା ଆମ୍ପିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନିକୀକୁ ଆସିଲେ। ସେଠାରେ ଗୋଟିଏ ସମାଜ ଗୃହ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା। Viz kapitola |