Online Bible

- Reklamy -




ପ୍ରେରିତ 17:14 - ପବିତ୍ର ବାଇବଲ

14 ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇଦେଲେ, କିନ୍ତୁ ଶୀଲା ଓ ତୀମଥି ସେଠାରେ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେଥିରେ ଭାଇମାନେ ଅବିଳମ୍ଵରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।

Viz kapitola kopírovat

ଓଡିଆ ବାଇବେଲ

14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ସଙ୍ଗେ ସଙ୍ଗେ ବିଶ୍ୱାସୀମାନେ ପାଉଲଙ୍କୁ ସମୁଦ୍ର ଉପକୂଳକୁ ପଠାଇ ଦେଲେ; କିନ୍ତୁ ଶୀଲା ଓ ତୀମଥି ଦୁହେଁ ବେରିଆରେ ରହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।

Viz kapitola kopírovat




ପ୍ରେରିତ 17:14

Následuj nás:

Reklamy


Reklamy