ପ୍ରେରିତ 17:15 - ପବିତ୍ର ବାଇବଲ15 ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ନେଇ ଯାଇଥିଲେ ସେମାନେ ତାହାଙ୍କୁ ଆଥୀନୀ ନଗର ପର୍ଯ୍ୟନ୍ତ ପହଞ୍ଚାଇ ଦେଲେ। ପାଉଲ ସେମାନଙ୍କ ଦ୍ୱାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସେମାନେ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତିଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 ପାଉଲଙ୍କୁ ନେଇ ଯାଉଥିବା ଲୋକମାନେ ତାଙ୍କ ସହିତ ଆଥେନ୍ସ୍ ପର୍ଯ୍ୟନ୍ତ ଗଲେ। ସେଠାରୁ ସେମାନେ ବେରିଆକୁ ଫେରି ଆସି ଶୀଲା ଓ ତୀମଥିଙ୍କୁ କହିଲେ, ସେମାନେ ଶୀଘ୍ର ପାଉଲଙ୍କ ସହିତ ଯୋଗ ଦିଅନ୍ତୁ ବୋଲି ପାଉଲ ନିର୍ଦ୍ଦେଶ ଦେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ। Viz kapitola |