Online Bible

- Reklamy -




ପ୍ରେରିତ 17:18 - ପବିତ୍ର ବାଇବଲ

18 ତେଣୁ କେତେକ ଏପିକୂରୀୟ ଓ ସ୍ତୋୟିକ ଦାର୍ଶନିକମାନେ ତାହାଙ୍କ ସହିତ ଯୁକ୍ତିତର୍କ କଲେ। ସେମାନଙ୍କ ଭିତରୁ କେତେକ କହିଲେ, “ଏ ଲୋକଟି କ’ଣ କହୁଛି ତାହା ସେ ଜାଣେ ନାହିଁ?” ପାଉଲ ସେମାନଙ୍କୁ ଯୀଶୁଙ୍କ ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ସୁସମାଗ୍ଭର ସମ୍ବନ୍ଧରେ କହୁଥିଲେ। ଅନ୍ୟମାନେ କହିଲେ, “ଦେଖ, ଏ ଲୋକଟି କୌଣସି ବିଦେଶୀ ଦେବାଦେବୀଙ୍କ ବିଷୟରେ କହୁଛି। ସେମାନେ ଏପରି କହିଲେ, କାରଣ ପାଉଲ ଯୀଶୁ ଓ ତାହାଙ୍କର ମୃତ୍ୟୁରୁ ପୁନର୍ଜୀବିତ ହୋଇ ଉଠିବା କଥା ପ୍ରଗ୍ଭର କରୁଥିଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 କେତେକ “ଏପିକ୍ୟୁରିଆନ୍ ଓ ଷ୍ଟୋଇକ୍” ଶିକ୍ଷା ଗୁରୁମାନଙ୍କ ସହିତ ତାଙ୍କର ଯୁକ୍ତିତର୍କ ହେଲା। ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଏ ନିର୍ବୋଧ ବଚାଳ କଅଣ କହିବାକୁ ଚେଷ୍ଟା କରୁଛି?” ଅନ୍ୟମାନେ କହିଲେ, “ବିଦେଶୀୟ ଦେବତାମାନଙ୍କ ବିଷୟରେ ସେ ପ୍ରଚାର କରିବା ପରି ମନେ ହେଉଛି।” ଯୀଶୁ ଓ ତାଙ୍କର ପୁନରୁତ୍ଥାନ ବିଷୟରେ ପାଉଲ ପ୍ରଚାର କରୁଥିବାର ଶୁଣି ସେମାନେ ଏହା କହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।

Viz kapitola kopírovat




ପ୍ରେରିତ 17:18

Následuj nás:

Reklamy


Reklamy