ପ୍ରେରିତ 17:20 - ପବିତ୍ର ବାଇବଲ20 ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ, ଏହିସମସ୍ତ କଥାର ଅର୍ଥ କʼଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ। Viz kapitolaଓଡିଆ ବାଇବେଲ20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କ'ଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ । Viz kapitolaପବିତ୍ର ବାଇବଲ (CL) NT (BSI)20 ଆପଣ କହୁଥିବା କେତେକ କଥା ଆମକୁ ଅଦ୍ଭୁତ ଲାଗୁଛି। ଆମେ ତା’ର ଅର୍ଥ ଜାଣିବାକୁ ଚାହୁଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ। Viz kapitola |