ପ୍ରେରିତ 17:22 - ପବିତ୍ର ବାଇବଲ22 ପାଉଲ ଆରୟପାଗ ସଭାର ସାମନାରେ ଠିଆ ହୋଇ କହିଲେ, “ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭେମାନେ ସବୁ ବିଷୟରେ ଅତି ଧାର୍ମିକ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଥିରେ ପାଉଲ ଆରୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥୀନୀୟ ଲୋକମାନେ, ଆପଣମାନେ ଯେସମସ୍ତ ବିଷୟରେ ବଡ଼ ଦେବଭକ୍ତ, ଏହା ମୁଁ ଦେଖୁଅଛି। Viz kapitolaଓଡିଆ ବାଇବେଲ22 ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ , ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)22 ପାଉଲ ପୌର ସଭା ସମ୍ମୁଖରେ ଠିଆ ହୋଇ କହିଲେ, “ଆଥେନୀୟ ନାଗରିକବୃନ୍ଦ, ଆପଣମାନେ ସର୍ବତୋଭାବେ ଧର୍ମପରାୟଣ ବୋଲି ମନେହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି। Viz kapitola |