Online Bible

- Reklamy -




ପ୍ରେରିତ 17:28 - ପବିତ୍ର ବାଇବଲ

28 ‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ, ‘ଆମ୍ଭେମାନେ ତାହାଙ୍କର ସନ୍ତାନ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”

Viz kapitola kopírovat

ଓଡିଆ ବାଇବେଲ

28 କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।"

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଏ ବିଷୟରେ କେହି ଜଣେ କହିଛନ୍ତି, “ତାଙ୍କଠାରେ ହିଁ ଆମ୍ଭମାନଙ୍କ ଜୀବନର ଅସ୍ତିତ୍ୱ, ଗତି ଓ ସ୍ଥିତି।” ତୁମ କବିମାନଙ୍କ ମଧ୍ୟରୁ କେତେକ କହିଛନ୍ତି, “ଆମେ ମଧ୍ୟ ତାଙ୍କର ସନ୍ତାନ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”

Viz kapitola kopírovat




ପ୍ରେରିତ 17:28

Následuj nás:

Reklamy


Reklamy