ପ୍ରେରିତ 17:30 - ପବିତ୍ର ବାଇବଲ30 ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଈଶ୍ଵର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; Viz kapitolaଓଡିଆ ବାଇବେଲ30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)30 ଲୋକମାନେ ଈଶ୍ୱରଙ୍କୁ ଜାଣି ନ ଥିବା ସମୟରେ ସେ ଦୋଷ ଧରି ନ ଥିଲେ, କିନ୍ତୁ ବର୍ତ୍ତମାନ ସେ ସର୍ବତ୍ର ସମସ୍ତଙ୍କୁ ସେମାନଙ୍କ ପାପ ପଥରୁ ଫେରିବା ପାଇଁ ଆଦେଶ ଦେଉଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; Viz kapitola |