Online Bible

- Reklamy -




ପ୍ରେରିତ 17:31 - ପବିତ୍ର ବାଇବଲ

31 ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।

Viz kapitola kopírovat




ପ୍ରେରିତ 17:31

Následuj nás:

Reklamy


Reklamy