Online Bible

- Reklamy -




ପ୍ରେରିତ 17:32 - ପବିତ୍ର ବାଇବଲ

32 ଯେତେବେଳେ ସେମାନେ ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହୋଇଥିବା ବିଷୟରେ ଶୁଣିଲେ, ସେମାନଙ୍କ ଭିତରୁ କେତେଜଣ ତାହାଙ୍କୁ ଉପହାସ କଲେ। ଆଉ କେତେକ କହିଲେ, “ଆମ୍ଭେ ପରେ ଏ ବିଷୟରେ ତୁମ୍ଭଠାରୁ ଶୁଣିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।

Viz kapitola kopírovat

ଓଡିଆ ବାଇବେଲ

32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ପାଉଲଙ୍କଠାରୁ ମୃତ୍ୟୁରୁ ପୁନରୁତ୍ଥାନ ବିଷୟ ଶୁଣି ସେମାନଙ୍କ ମଧ୍ୟରୁ କେତେକ ତାଙ୍କୁ ପରିହାସ କଲେ, କିନ୍ତୁ ଅନ୍ୟମାନେ କହିଲେ, “ଆପଣଙ୍କଠାରୁ ଏ ବିଷୟରେ ଆମେ ଆଉ ଥରେ ଶୁଣିବାକୁ ଚାହୁଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।

Viz kapitola kopírovat




ପ୍ରେରିତ 17:32

Následuj nás:

Reklamy


Reklamy