Online Bible

- Reklamy -




ପ୍ରେରିତ 17:34 - ପବିତ୍ର ବାଇବଲ

34 କେତେକ ଲୋକ ପାଉଲଙ୍କ ସହିତ ଯୋଗଦାନ କଲେ ଓ ବିଶ୍ୱାସ କଲେ। ସେମାନଙ୍କ ଭିତରେ ଆରୟପାଗୀୟ ସଭାର ସଦସ୍ୟ ଦିୟସୂସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀଲୋକ ଓ ଅନ୍ୟମାନେ ମଧ୍ୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ କୌଣସି କୌଣସି ଲୋକ ତାଙ୍କ ସପକ୍ଷ ହୋଇ ବିଶ୍ଵାସ କଲେ; ସେମାନଙ୍କ ମଧ୍ୟରେ ଆରୟ-ପାଗୀୟ ଦୀୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ଓ ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

34 କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଡାୟୋନିସିଅସ୍ ନାମକ ପୌର ସଭାର ଜଣେ ସଦସ୍ୟ, ଦାମାରୀ ନାମ୍ନୀ ଜଣେ ମହିଳା ଓ ଆଉ କେତେକ ଲୋକ ବିଶ୍ୱାସ କଲେ ଏବଂ ତାଙ୍କ ସହିତ ଯୋଗ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।

Viz kapitola kopírovat




ପ୍ରେରିତ 17:34

Následuj nás:

Reklamy


Reklamy