Online Bible

- Reklamy -




ପ୍ରେରିତ 18:12 - ପବିତ୍ର ବାଇବଲ

12 ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇଉଠି ତାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,

Viz kapitola kopírovat

ଓଡିଆ ବାଇବେଲ

12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ଗାଲିୟୋ ଆଖାୟାର ରୋମୀୟ ଶାସକ ଥିବା ସମୟରେ, ଇହୁଦୀମାନେ ଏକତ୍ରିତ ହୋଇ ପାଉଲଙ୍କୁ ଧରି ବିଚାରାଳୟକୁ ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,

Viz kapitola kopírovat




ପ୍ରେରିତ 18:12

Následuj nás:

Reklamy


Reklamy