ପ୍ରେରିତ 18:17 - ପବିତ୍ର ବାଇବଲ17 ତା'ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହିସମସ୍ତ ବିଷୟରେ ଭ୍ରୂକ୍ଷେପ କଲେ ନାହିଁ। Viz kapitolaଓଡିଆ ବାଇବେଲ17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ସେମାନେ ସମାଜର ଗୃହର ଅଧ୍ୟକ୍ଷ ସସ୍ଥନସ୍ଙ୍କୁ ଧରି ବିଚାରାଳୟ ସମ୍ମୁଖରେ ମାଡ଼ କାରିଲେ। କିନ୍ତୁ ଗାଲିୟୋ ସେଥିପ୍ରତି ଭ୍ରୂକ୍ଷେପ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ। Viz kapitola |