Online Bible

- Reklamy -




ପ୍ରେରିତ 18:25 - ପବିତ୍ର ବାଇବଲ

25 ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମାରେ ପୂର୍ଣ୍ଣ ହୋଇ କଥା କହୁଥିଲେ। କେବଳ ଯୋହନଙ୍କର ବାପ୍ତିସ୍ମ ବିଷୟରେ ଜାଣିଥିଲେ ମଧ୍ୟ ସେ ଯୀଶୁଙ୍କ ବିଷୟରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷାପ୍ରାପ୍ତ ହୋଇଥିଲେ, ପୁଣି ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମ ରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;

Viz kapitola kopírovat

ଓଡିଆ ବାଇବେଲ

25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ସେ ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପାଇଥିଲେ ଓ ଅତ୍ୟନ୍ତ ଉତ୍ସାହର ସହିତ ପ୍ରକୃତ ତଥ୍ୟ ପ୍ରକାଶ କରି ଶିକ୍ଷା ଦେଉଥିଲେ। କିନ୍ତୁ ଏ ସମ୍ପର୍କରେ ସେ କେବଳ ଯୋହନଙ୍କ ଜଳଦୀକ୍ଷା ବିଷୟ ଜାଣିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;

Viz kapitola kopírovat




ପ୍ରେରିତ 18:25

Následuj nás:

Reklamy


Reklamy