ପ୍ରେରିତ 18:9 - ପବିତ୍ର ବାଇବଲ9 ଦିନେ ରାତିରେ ପ୍ରଭୁ ପାଉଲଙ୍କୁ ସ୍ୱପ୍ନରେ କହିଲେ, “ଭୟ କର ନାହିଁ। ନୀରବ ରୁହ ନାହିଁ। କଥା କୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ଵାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, Viz kapitolaଓଡିଆ ବାଇବେଲ9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, "ଭୟ କର ନାହିଁ, ନୀରବ ନ ରହି କଥା କୁହ, Viz kapitolaପବିତ୍ର ବାଇବଲ (CL) NT (BSI)9 ଗୋଟିଏ ରାତିରେ ପାଉଲ ଏକ ଦର୍ଶନ ପାଇଲେ, ଦର୍ଶନରେ ପ୍ରଭୁ ତାଙ୍କୁ କହିଲେ, “ଭୟ କର ନାହିଁ, ପ୍ରଚାର କରୁଥାଅ, ସେଥିରୁ ବିରତ ହୁଅ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, Viz kapitola |