ପ୍ରେରିତ 19:19 - ପବିତ୍ର ବାଇବଲ19 ଯେଉଁ ଲୋକମାନେ ଯାଦୁକର୍ମ କରୁଥିଲେ, ସେମାନେ ସେମାନଙ୍କର ସବୁ ବହିଗୁଡ଼ିକ ଏକାଠି କରି ଆଣି ସମସ୍ତଙ୍କ ସମ୍ମୁଖରେ ପୋଡ଼ି ପକାଇଲେ। ସେମାନେ ଏହି ଗୁଡ଼ିକର ଦାମ୍ ହିସାବ କରି ଦେଖିଲେ ଯେ, ଏହା ପ୍ରାୟ ପଗ୍ଭଶ ହଜାର ରୌପ୍ୟମୁଦ୍ରା ମୂଲ୍ୟର ବହି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ। Viz kapitolaଓଡିଆ ବାଇବେଲ19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ଗୁଣି ବିଦ୍ୟା ଅଭ୍ୟାସ କରୁଥିବା ଅନେକେ ସେମାନଙ୍କର ପୁସ୍ତକ ସବୁ ଆଣି ଲୋକମାନଙ୍କ ସମ୍ମୁଖରେ ଠୁଳ କରି ପୋଡ଼ି ଦେଲେ। ସେମାନଙ୍କର ସେହି ପୁସ୍ତକଗୁଡ଼ିକର ମୋଟ ମୂଲ୍ୟ ଥିଲା ପଚାଶ ହଜାର ଟଙ୍କା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ। Viz kapitola |