ପ୍ରେରିତ 19:20 - ପବିତ୍ର ବାଇବଲ20 ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହୋଇ ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠାରେ ବିଶ୍ୱାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା। Viz kapitolaଓଡିଆ ବାଇବେଲ20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)20 ଏହିପରି ଈଶ୍ୱରଙ୍କ ବାକ୍ୟ ପ୍ରବଳ ଭାବରେ ବ୍ୟାପିଗଲା ଓ ଅଧିକ ଶକ୍ତିଶାଳୀ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା। Viz kapitola |