ପ୍ରେରିତ 19:3 - ପବିତ୍ର ବାଇବଲ3 ସେ ପୁଣି ପଗ୍ଭରିଲେ, “ତେବେ ତୁମ୍ଭେମାନେ କେଉଁଥିରେ ବାପ୍ତିଜିତ ହୋଇଥିଲ?” ସେମାନେ କହିଲେ, “ବାପ୍ତିଯୋକ ଯୋହନ ଯେଉଁ ବାପ୍ତିସ୍ମ ବିଷୟ ଶିକ୍ଷା ଦେଇଥିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ। Viz kapitolaଓଡିଆ ବାଇବେଲ3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ । Viz kapitolaପବିତ୍ର ବାଇବଲ (CL) NT (BSI)3 ପାଉଲ ପଚାରିଲେ, “ତାହାହେଲେ ତୁମେ କେଉଁ ପ୍ରକାର ଜଳଦୀକ୍ଷା ଗ୍ରହଣ କରିଛ?” ସେମାନେ ଉତ୍ତର ଦେଲେ: "ଯୋହନଙ୍କ ଜଳଦୀକ୍ଷା" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ। Viz kapitola |