ପ୍ରେରିତ 19:30 - ପବିତ୍ର ବାଇବଲ30 ପାଉଲ ଭିତରକୁ ଯିବା ପାଇଁ ଇଚ୍ଛା କଲେ କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଯିବାକୁ ଦେଲେ ନାହିଁ। Viz kapitolaଓଡିଆ ବାଇବେଲ30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)30 ପାଉଲ ନିଜେ ଜନତାର ସମ୍ମୁଖୀନ ହେବାକୁ ଇଚ୍ଛା କଲେ, କିନ୍ତୁ ବିଶ୍ୱାସୀମାନେ ତାଙ୍କୁ ଏହା କରିବାକୁ ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ। Viz kapitola |