ପ୍ରେରିତ 19:34 - ପବିତ୍ର ବାଇବଲ34 କିନ୍ତୁ ଯେତେବେଳେ ଲୋକମାନେ ଆଲେକ୍ଜାଣ୍ଡାରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତେବେଳେ ସେମାନେ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କଲେ ଓ କହିଲେ, “ଏଫିସୀୟମାନଙ୍କର ମହାଦେବୀ ଆର୍ତ୍ତେମୀ ମହାନ୍ ଅଟନ୍ତି!” Viz kapitolaପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ଵରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି। Viz kapitolaଓଡିଆ ବାଇବେଲ34 କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)34 କିନ୍ତୁ ସେ ଜଣେ ଇହୁଦୀ, ଏହା ଜାଣି ସେମାନେ ସମସ୍ତେ ଏକ ସଙ୍ଗରେ ଚିକ୍ରାର କଲେ, “ଆର୍ତ୍ତେମୀ ମହାଦେବୀଙ୍କର ଜୟ!” ଦୁଇ ଘଣ୍ଟା ଧରି ଏହି କୋଳାହଳ ଚାଲିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି। Viz kapitola |