ପ୍ରେରିତ 19:6 - ପବିତ୍ର ବାଇବଲ6 ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟଦ୍ବାଣୀ କହିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ, ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)6 ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କଲେ ଓ ପବିତ୍ରଆତ୍ମା ସେମାନଙ୍କ ଉପରେ ଅବତରଣ କଲେ। ସେମାନେ ବିଭିନ୍ନ ଭାଷାରେ କଥା କହିଲେ ଓ ଈଶ୍ୱରଙ୍କ ଶୁଭ ବାର୍ତ୍ତା ଘୋଷଣା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। Viz kapitola |