ପ୍ରେରିତ 2:13 - ପବିତ୍ର ବାଇବଲ13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଅନ୍ୟମାନେ ବିଦ୍ରୂପ କରି କହିଲେ, ଏମାନେ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଅନ୍ୟମାନେ ବିଶ୍ୱାସୀମାନଙ୍କୁ ବିଦ୍ରୂପ କରି କହିଲେ, “ଏହି ଲୋକମାନେ ମାତାଲ ହୋଇଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। Viz kapitola |