ପ୍ରେରିତ 2:31 - ପବିତ୍ର ବାଇବଲ31 ଏଣୁ ଭବିଷ୍ୟତରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କରେ କହିଥିଲେ, ‘ତାହାଙ୍କୁ ମୃତ୍ୟୁର ସ୍ଥାନରେ ଛାଡ଼ି ଦିଆ ଯାଇ ନାହିଁ ଓ ତାହାଙ୍କର ଦେହ କବରରେ ପଚିସଢ଼ି ଯାଇ ନାହିଁ।’ ଦାଉଦ ଏହି ସ୍ଥାନରେ ଯୀଶୁ ଖ୍ରୀଷ୍ଟଙ୍କର ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ସମ୍ବନ୍ଧରେ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏହା ଜାଣିବାରୁ ସେ ଭବିଷ୍ୟଦ୍ ଦର୍ଶନ ଦ୍ଵାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। Viz kapitolaଓଡିଆ ବାଇବେଲ31 ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)31 ଈଶ୍ୱର ଭବିଷ୍ୟତ୍ରେ କ’ଣ କରିବାକୁ ଯାଉଛନ୍ତି, ଦାଉଦ ତାହା ଜାଣିପାରି, ମସୀହଙ୍କ ପୁନରୁତ୍ଥାନ ବିଷୟରେ କହିଛନ୍ତି; ‘ସେ ମୃତମାନଙ୍କ ଜଗତରେ ପରିତ୍ୟକ୍ତ ହେଲେ ନାହିଁ। ତାହାଙ୍କ ଶରୀର କବର ମଧ୍ୟରେ କ୍ଷୟ ପାଇଲା ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। Viz kapitola |