ପ୍ରେରିତ 2:38 - ପବିତ୍ର ବାଇବଲ38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତେଣୁ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପକ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। Viz kapitolaଓଡିଆ ବାଇବେଲ38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)38 ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। Viz kapitola |