ପ୍ରେରିତ 2:41 - ପବିତ୍ର ବାଇବଲ41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହିଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ତଳୀ ସହିତ ସଂଯୁକ୍ତ ହେଲେ। Viz kapitolaଓଡିଆ ବାଇବେଲ41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)41 ସେମାନଙ୍କ ମଧ୍ୟରୁ ଅନେକେ ତାଙ୍କ ବାର୍ତ୍ତାରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କଲେ। ସେଦିନ ପ୍ରାୟ ତିନି ହଜାର ଲୋକ ଶିଷ୍ୟମାନଙ୍କ ଦଳଭୁକ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ। Viz kapitola |