ପ୍ରେରିତ 2:44 - ପବିତ୍ର ବାଇବଲ44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ମାତ୍ର ଯେଉଁମାନେ ବିଶ୍ଵାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ, Viz kapitolaଓଡିଆ ବାଇବେଲ44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)44 ବିଶ୍ୱାସୀମାନେ ପରସ୍ପର ସହିତ ଘନିଷ୍ଠ ବନ୍ଧୁତାରେ ଆବଦ୍ଧ ହେଲେ ଓ ମିଳିତ ଭାବରେ ସେମାନଙ୍କର ସମସ୍ତ ସମ୍ପତ୍ତି ଭୋଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ। Viz kapitola |