ପ୍ରେରିତ 2:5 - ପବିତ୍ର ବାଇବଲ5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହି ସମୟରେ ଆକାଶର ନିମ୍ନସ୍ଥିତ ପ୍ରତ୍ୟେକ ଜାତିରୁ ଆଗତ ହୋଇ ଯିରୂଶାଲମରେ ବାସ କରୁଥିବା ଭକ୍ତ ଯିହୁଦୀମାନେ ସେ ପାଖରେ ଥିଲେ; Viz kapitolaଓଡିଆ ବାଇବେଲ5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)5 ପୃଥିବୀର ବିଭିନ୍ନ ଦେଶରୁ ଆସିଥିବା ଇହୁଦୀ ଭକ୍ତମାନେ ସେତେବେଳେ ଯିରୂଶାଲମରେ ଉପସ୍ଥିତ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ। Viz kapitola |