ପ୍ରେରିତ 20:11 - ପବିତ୍ର ବାଇବଲ11 ତା'ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପରେ ସେ ଉପରକୁ ଯାଇ ରୋଟୀ ଭାଙ୍ଗି ଭୋଜନ କଲେ, ପୁଣି ପ୍ରଭାତ ହେବା ପର୍ଯ୍ୟନ୍ତ ସେମାନଙ୍କ ସହିତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ11 ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ତା’ପରେ ସେ ଉପରକୁ ଫେରି ଯାଇ ରୋଟୀ ଭାଙ୍ଗି ଭୋଜନ କଲେ ଓ ସୂର୍ଯ୍ୟୋଦୟ ହେବା ପର୍ଯ୍ୟନ୍ତ ସେମାନଙ୍କ ସହିତ ବହୁତ କଥାବାର୍ତ୍ତା କରି ସେଠାରୁ ପ୍ରସ୍ଥାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। Viz kapitola |