Online Bible

- Reklamy -




ପ୍ରେରିତ 20:14 - ପବିତ୍ର ବାଇବଲ

14 ପରେ ପାଉଲ ଆମ୍ଭ ସହିତ ଆସସ୍ ନଗରରେ ଦେଖା ଦେଲେ। ସେ ଆମ୍ଭ ସହିତ ଜାହାଜରେ ଚଢ଼ିଲେ ଓ ମିତୁଲୀନୀ ନାମକ ବନ୍ଦର ନଗରକୁ ଆସିଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍ରେ ଭେଟିଲେ, ଆମ୍ଭେମାନେ ତାଙ୍କୁ ଜାହାଜରେ ଘେନି ମିତୁଲୀନୀକୁ ଆସିଲୁ,

Viz kapitola kopírovat

ଓଡିଆ ବାଇବେଲ

14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀକୁ ଆସିଲୁ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ସେ ଯେତେବେଳେ ଆମକୁ ଆସୋସ୍ରେ ଭେଟିଲେ, ଆମେ ତାଙ୍କୁ ଜାହାଜରେ ଉଠାଇ ମିତିଲିନୀକୁ ଗଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,

Viz kapitola kopírovat




ପ୍ରେରିତ 20:14

Následuj nás:

Reklamy


Reklamy