ପ୍ରେରିତ 20:15 - ପବିତ୍ର ବାଇବଲ15 ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା'ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖିଅ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ଵିତୀୟ ଦିନରେ ସାମରେ ଜାହାଜ ଲଗାଇଲୁ ଓ ତହିଁ ଆରଦିନ ମୀଲୀତରେ ପହଞ୍ଚିଲୁ। Viz kapitolaଓଡିଆ ବାଇବେଲ15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମରେ ଲଗାଇଲୁ ଓ ଆରଦିନ ମୀଲୀତରେ ପହଞ୍ଚିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)15 ସେଠାରୁ ପୁଣି ଯାତ୍ରା କରି ତହିଁ ଆରଦିନ ଖିଅସ୍ ନିକଟରେ ପହଞ୍ଚିଲୁ। ଆଉ ଦିନକ ପରେ ଆମେ ସାମୋସ୍ରେ ପହଞ୍ଚି, ତା’ ପରଦିନ ମିଲୀଟସରେ ପହଞ୍ଚିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ। Viz kapitola |