ପ୍ରେରିତ 20:16 - ପବିତ୍ର ବାଇବଲ16 ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ଆସିଆରେ ଯେପରି ପାଉଲଙ୍କୁ ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ।। ଦିନରେ ଯିରୂଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ। Viz kapitolaଓଡିଆ ବାଇବେଲ16 କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ଆସିଆ ପ୍ରଦେଶରେ ଆଉ ଅଧିକ ସମୟ ଅତିବାହିତ ନ କରି ଏଫିସସ୍ କୂଳେ କୂଳେ ଜାହାଜ ଚଳାଇବାକୁ ପାଉଲ ସ୍ଥିର କଲେ। ଯଦି ସମ୍ଭବ ହୁଏ, ପେଣ୍ଟିକଷ୍ଟ ଦିନରେ ଯିରୂଶାଲମରେ ପହଞ୍ଚିବା ପାଇଁ ସେ ଉଦ୍ଗ୍ରୀବ ହେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ। Viz kapitola |