ପ୍ରେରିତ 20:17 - ପବିତ୍ର ବାଇବଲ17 ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ତଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ। Viz kapitolaଓଡିଆ ବାଇବେଲ17 ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)17 ଏଫିସୀୟ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ତାଙ୍କ ସହିତ ସାକ୍ଷାତ କରିବା ପାଇଁ ପାଉଲ ଡକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ। Viz kapitola |