Online Bible

- Reklamy -




ପ୍ରେରିତ 20:18 - ପବିତ୍ର ବାଇବଲ

18 ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ତାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,

Viz kapitola kopírovat

ଓଡିଆ ବାଇବେଲ

18 ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ସେମାନେ ଆସି ଉପସ୍ଥିତ ହେବାରୁ ପାଉଲ କହିଲେ, “ଆସିଆ ପ୍ରଦେଶରେ ପହଞ୍ଚିବାର ପ୍ରଥମ ଦିନଠାରୁ ମୁଁ କିପରି ତୁମ୍ଭମାନଙ୍କ ସହିତ ଅଧିକାଂଶ ସମୟ ଅତିବାହିତ କରିଛି, ତାହା ତୁମ୍ଭେମାନେ ଜାଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,

Viz kapitola kopírovat




ପ୍ରେରିତ 20:18

Následuj nás:

Reklamy


Reklamy