Online Bible

- Reklamy -




ପ୍ରେରିତ 20:23 - ପବିତ୍ର ବାଇବଲ

23 ମୋତେ ପବିତ୍ରଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମୋʼ ପାଇଁ ଯେ ବନ୍ଧନ ଓ କ୍ଳେଶ ରହିଅଛି, ଏହା ପବିତ୍ର ଆତ୍ମାରେ ନଗରେ ନଗରେ ମୋତେ ସାକ୍ଷ୍ୟ ଦେଉଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

23 ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ପବିତ୍ରଆତ୍ମା ମୋତେ ସତର୍କ କରିଦେଇଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ କରି କଷ୍ଟଭୋଗ କରିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।

Viz kapitola kopírovat




ପ୍ରେରିତ 20:23

Následuj nás:

Reklamy


Reklamy