Online Bible

- Reklamy -




ପ୍ରେରିତ 20:32 - ପବିତ୍ର ବାଇବଲ

32 “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ୟ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ୟ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ୱର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦେଇଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏବେ ମୁଁ ତୁମ୍ଭମାନଙ୍କୁ ପ୍ରଭୁଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ହାତରେ ଓ ତାଙ୍କ ଅନୁଗ୍ରହପୂର୍ଣ୍ଣ ବାକ୍ୟ ନିକଟରେ ସମର୍ପଣ କରୁଛି; ସେହି ବାକ୍ୟ ତୁମ୍ଭମାନଙ୍କୁ ବଳିଷ୍ଠ କରିବା ପାଇଁ ଓ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସମସ୍ତ ଆଶୀର୍ବାଦ ତୁମକୁ ଦେବା ପାଇଁ ସମର୍ଥ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।

Viz kapitola kopírovat




ପ୍ରେରିତ 20:32

Následuj nás:

Reklamy


Reklamy