ପ୍ରେରିତ 20:36 - ପବିତ୍ର ବାଇବଲ36 ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏହିସବୁ କଥା କହି ସେ ଜାନୁପାତ କରି ସେସମସ୍ତଙ୍କ ସହିତ ପ୍ରାର୍ଥନା କଲେ, Viz kapitolaଓଡିଆ ବାଇବେଲ36 ଏହି ସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ, । Viz kapitolaପବିତ୍ର ବାଇବଲ (CL) NT (BSI)36 ଭାଷଣ ଶେଷ କରିବା ପରେ ପାଉଲ ସେମାନଙ୍କ ସହିତ ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ। Viz kapitola |