ପ୍ରେରିତ 20:38 - ପବିତ୍ର ବାଇବଲ38 ସେମାନେ ତାହାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ପାଉଲ କହିଥିବା କଥା ସେମାନଙ୍କୁ ବହୁତ ଦୁଃଖ ଦେଇଥିଲା। ସେମାନେ ସମସ୍ତେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଛାଡ଼ିବାକୁ ଯାଇ ବିଦାୟ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି, ସେମାନେ ତାଙ୍କ ମୁଖ ଆଉ ଦେଖିବେ ନାହିଁ ବୋଲି ସେ ଯେଉଁ କଥା କହିଥିଲେ, ବିଶେଷ ରୂପେ ସେଥିପାଇଁ ଦୁଃଖ କଲେ। ପରେ ସେମାନେ ତାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ। Viz kapitolaଓଡିଆ ବାଇବେଲ38 ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷରୂପେ ଦୁଃଖ କଲେ । ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)38 ସେମାନେ ତାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ସେ କହିଥିବାରୁ ସେମାନେ ଅତ୍ୟନ୍ତ ଶୋକାତୁର ହୋଇ ପଡ଼ିଥିଲେ। ସେମାନେ ତାଙ୍କୁ ବିଦାୟ ଦେବା ପାଇଁ ଜାହାଜ ନିକଟକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ। Viz kapitola |