ପ୍ରେରିତ 20:6 - ପବିତ୍ର ବାଇବଲ6 ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲିପ୍ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଖମୀରଶୂନ୍ୟ ରୋଟୀର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀରୁ ଯାତ୍ରା କଲୁ, ପୁଣି ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ସେହି ସ୍ଥାନରେ ଆମ୍ଭେମାନେ ସାତ ଦିନ ରହିଲୁ। Viz kapitolaଓଡିଆ ବାଇବେଲ6 ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ଖମୀରଶୂନ୍ୟ ରୋଟୀ ପର୍ବ ପରେ ଆମେ ଫିଲିପ୍ପୀରୁ ଜଳଯାତ୍ରା କରି ପାଞ୍ଚ ଦିନ ପରେ ତ୍ରୋୟାରେ ସେମାନଙ୍କ ସହିତ ଯୋଗ ଦେଲୁ ଓ ସେଠାରେ ଏକ ସପ୍ତାହ ଅତିବାହିତ କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ। Viz kapitola |