Online Bible

- Reklamy -




ପ୍ରେରିତ 21:1 - ପବିତ୍ର ବାଇବଲ

1 ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେମାନଙ୍କଠାରୁ ବିଦାୟ ଘେନି ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍କୁ ଆସିଲୁ, ପରଦିନ ରୋଦାକୁ, ପୁଣି ସେସ୍ଥାନରୁ ପାତାରାକୁ ଆସିଲୁ।

Viz kapitola kopírovat

ଓଡିଆ ବାଇବେଲ

1 ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍‌କୁ ଆସିଲୁ, ପରଦିନ ରୋଦାକୁ, ପୁଣି, ସେ ସ୍ଥାନରୁ ପାତାରା କୁ ଆସିଲୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

1 ସେମାନଙ୍କୁ ବିଦାୟ ଜଣାଇ ଆମେ ସେଠାରୁ ପ୍ରସ୍ଥାନ କଲୁ। ଜଳପଥ ଅତିକ୍ରମ କରି ଆମେ କୋସ୍ରେ ପହଞ୍ଚିଲୁ। ତହିଁ ଆରଦିନ ଗେଡ୍ସ୍ କୂଳ ଦେଇ ପାତାରାକୁ ଗଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍‌ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।

Viz kapitola kopírovat




ପ୍ରେରିତ 21:1

Následuj nás:

Reklamy


Reklamy