Online Bible

- Reklamy -




ପ୍ରେରିତ 21:11 - ପବିତ୍ର ବାଇବଲ

11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସେ ଆମ୍ଭମାନଙ୍କ ନିକଟକୁ ଆସି ପାଉଲଙ୍କ କଟିବନ୍ଧନ ଘେନି ଆପଣା ହସ୍ତପଦ ବନ୍ଧନ କରି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କି ଯିରୂଶାଲମନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ।

Viz kapitola kopírovat

ଓଡିଆ ବାଇବେଲ

11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 ସେ ଆମ ନିକଟକୁ ଆସି ପାଉଲଙ୍କ କଟି ବନ୍ଧନୀ ନେଲେ, ସେଥିରେ ସେ ନିଜ ହାତ ଓ ଗୋଡ଼ ବାନ୍ଧି କହିଲେ, “ପବିତ୍ରଆତ୍ମା ମୋତେ ଜଣାଉଛନ୍ତି ଯେ, ଏହି କଟି ବନ୍ଧନୀର ଅଧିକାରୀଙ୍କୁ ଯିରୂଶାଲମରେ ଇହୁଦୀମାନେ ଏହିପରି ବାନ୍ଧି ତାଙ୍କୁ ଅଣଇହୁଦୀମାନଙ୍କ ହାତରେ ସମର୍ପଣ କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ।

Viz kapitola kopírovat




ପ୍ରେରିତ 21:11

Následuj nás:

Reklamy


Reklamy