Online Bible

- Reklamy -




ପ୍ରେରିତ 21:12 - ପବିତ୍ର ବାଇବଲ

12 ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏହିସମସ୍ତ କଥା ଶୁଣି ଯିରୂଶାଲମକୁ ନ ଯିବା ପାଇଁ ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାଙ୍କୁ ବିନତି କଲୁ।

Viz kapitola kopírovat

ଓଡିଆ ବାଇବେଲ

12 ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମକୁ ନ ଯିବା ପାଇଁ ବିନତି କଲୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ଏହା ଶୁଣି ଆମେ ଓ ସେ ସ୍ଥାନରେ ଥିବା ଅନ୍ୟମାନେ ପାଉଲଙ୍କୁ ଯିରୂଶାଲମକୁ ନ ଯିବା ପାଇଁ ଅନୁରୋଧ କଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମ ସହରକୁ ନ ଯିବା ପାଇଁ ବିନତି କଲୁ।

Viz kapitola kopírovat




ପ୍ରେରିତ 21:12

Následuj nás:

Reklamy


Reklamy