ପ୍ରେରିତ 21:20 - ପବିତ୍ର ବାଇବଲ20 ସେମାନେ ଏହା ଶୁଣି ପରମେଶ୍ୱରଙ୍କର ପ୍ରଶଂସା କଲେ। ସେମାନେ ପାଉଲଙ୍କୁ କହିଲେ, “ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ୱାସୀ ହୋଇ ଅଛନ୍ତି। କିନ୍ତୁ ସେମାନେ ମନେ କରନ୍ତି ଯେ, ବ୍ୟବସ୍ଥା ପାଳନ କରିବା ଅଧିକ ମହତ୍ତ୍ୱପୂର୍ଣ୍ଣ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେମାନେ ତାହା ଶୁଣି ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, ପୁଣି ତାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ଵାସୀ ଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେସମସ୍ତେ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ। Viz kapitolaଓଡିଆ ବାଇବେଲ20 ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ । Viz kapitolaପବିତ୍ର ବାଇବଲ (CL) NT (BSI)20 ତାଙ୍କ କଥା ଶୁଣିବା ପରେ ସେମାନେ ସମସ୍ତେ ଈଶ୍ୱରଙ୍କ ପ୍ରଂଶସା କଲେ। ତା’ପରେ ସେମାନେ କହିଲେ, “ଭାଇ ପାଉଲ, ଆପଣ ଦେଖୁଛନ୍ତି, କିପରି ଏବେ ହଜାର ହଜାର ସଂଖ୍ୟାରେ ଇହୁଦୀମାନେ ପ୍ରଭୁଯୀଶୁଙ୍କଠାରେ ବିଶ୍ୱାସ କରୁଛନ୍ତି ଏବଂ ସେମାନେ ବ୍ୟବସ୍ଥା ପ୍ରତି ମଧ୍ୟ ବିଶ୍ୱସ୍ତ ରହିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ। Viz kapitola |