ପ୍ରେରିତ 21:22 - ପବିତ୍ର ବାଇବଲ22 “ତେଣୁ ଆମ୍ଭକୁ କ’ଣ କରିବା ଉଚିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସେମାନେ ନିଶ୍ଚୟ ଶୁଣିବାକୁ ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତେବେ କʼଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ। Viz kapitolaଓଡିଆ ବାଇବେଲ22 ତେବେ କ'ଣ କରାଯାଏ ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ । Viz kapitolaପବିତ୍ର ବାଇବଲ (CL) NT (BSI)22 ଆପଣ ଏଠାରେ ପହଞ୍ଚିଛନ୍ତି ବୋଲି ସେମାନେ ନିଶ୍ଚୟ ଶୁଣିବେ। ତା’ହେଲେ କ’ଣ କରାଯିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ। Viz kapitola |