Online Bible

- Reklamy -




ପ୍ରେରିତ 21:25 - ପବିତ୍ର ବାଇବଲ

25 “ଆମ୍ଭେ ଅଣଯିହୂଦୀ ବିଶ୍ୱାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସେମାନଙ୍କୁ ଲେଖିସାରିଛୁ: ‘ମୂର୍ତ୍ତିକୁ ସମର୍ପିତ ହୋଇଥିବା ଖାଦ୍ୟ ଖାଅ ନାହିଁ। ରକ୍ତ ଖାଅ ନାହିଁ। ତୁମ୍ଭେମାନେ କୌଣସି ପ୍ରକାରର ଯୌନ ସମ୍ବନ୍ଧୀୟ ପାପ କାର୍ଯ୍ୟ କର ନାହିଁ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଯେଉଁ ବିଜାତିମାନେ ବିଶ୍ଵାସୀ ହୋଇଅଛନ୍ତି, ସେମାନଙ୍କ ସମ୍ଵନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀର ମାଂସ, ଆଉ ପରଦାରଠାରୁ ଆପଣା ଆପଣାକୁ ପୃଥକ ରଖିବା ଯେ ଉଚିତ, ଏହା ଆମ୍ଭେମାନେ ବିଚାର କରି ଲେଖିଅଛୁ।

Viz kapitola kopírovat

ଓଡିଆ ବାଇବେଲ

25 କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ଯେଉଁ ଅଣଇହୁଦୀମାନେ ବିଶ୍ୱାସୀ ହୋଇଛନ୍ତି, ସେମାନଙ୍କ ନିକଟକୁ ଆମେ ଗୋଟିଏ ପତ୍ର ଲେଖି ପରାମର୍ଶ ଦେଇଛୁ ଯେ, ଆମ୍ଭମାନଙ୍କ ନିଷ୍ପତ୍ତି ଅନୁସାରେ ସେମାନେ ପ୍ରତିମାମାନଙ୍କ ନିକଟରେ ଉତ୍ସର୍ଗ କରାଯାଇଥିବା ଖାଦ୍ୟ ଖାଇବେ ନାହିଁ, ରକ୍ତ ପିଇବେ ନାହିଁ, ଗଳା ଚିପା ଯାଇ ମରା ଯାଇଥିବା ପଶୁ ମାଂସ ଖାଇବେ ନାହିଁ ଓ ଯୌନ ପାପରୁ ନିବୃତ୍ତ ହେବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଯେଉଁ ଅଣଯିହୁଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ଯୌନକ୍ରିୟାଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖିଅଛୁ।

Viz kapitola kopírovat




ପ୍ରେରିତ 21:25

Následuj nás:

Reklamy


Reklamy