ପ୍ରେରିତ 21:28 - ପବିତ୍ର ବାଇବଲ28 ସେମାନେ ଖୁବ୍ ଜୋର୍ରେ ଚିତ୍କାର କରି କହିଲେ, “ହେ ଇସ୍ରାଏଲୀୟ ଲୋକମାନେ, ଆମ୍ଭକୁ ସାହାଯ୍ୟ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ, ଆମ୍ଭ ବ୍ୟବସ୍ଥା ଓ ଏହି ସ୍ଥାନ ବିରୁଦ୍ଧରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତେକ ଗ୍ରୀକ୍ ଲୋକମାନଙ୍କୁ ମଧ୍ୟ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ଯେଉଁ ଲୋକଟା ସବୁ ସ୍ଥାନରେ ଆମ୍ଭମାନଙ୍କ ଜାତି, ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ଆହୁରି ମଧ୍ୟ ସେ ମନ୍ଦିର ଭିତରକୁ ଗ୍ରୀକ୍ମାନଙ୍କୁ ସୁଦ୍ଧା ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଅଛି। Viz kapitolaଓଡିଆ ବାଇବେଲ28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)28 ସେମାନେ ଚିକ୍ରାର କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ଆମକୁ ସାହାଯ୍ୟ କର! ଏହି ଲୋକ ଚାରିଆଡ଼େ ଯାଇ ଇଶ୍ରାଏଲର ଲୋକମାନଙ୍କ ବିରୁଦ୍ଧରେ, ମୋଶାଙ୍କ ବ୍ୟବସ୍ଥା ଓ ଏହି ମନ୍ଦିର ବିରୁଦ୍ଧରେ ଶିକ୍ଷା ଦେଉଛି। ପୁଣି ବର୍ତ୍ତମାନ ସେ କେତେକ ଅଣଇହୁଦୀଙ୍କୁ ମନ୍ଦିର ମଧ୍ୟକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି। Viz kapitola |