ପ୍ରେରିତ 21:30 - ପବିତ୍ର ବାଇବଲ30 ପୁରା ନଗରଟାରେ ଉତ୍ତେଜନା ସୃଷ୍ଟି ହୋଇଗଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନେଇଗଲେ। ସଙ୍ଗେ ସଙ୍ଗେ ଦ୍ୱାର ଗୁଡ଼ିକ ବନ୍ଦ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଥିରେ ନଗରଯାକ ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ, ସେହିକ୍ଷଣି ଦ୍ଵାରସବୁ ବନ୍ଦ କରାଗଲା। Viz kapitolaଓଡିଆ ବାଇବେଲ30 ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା । Viz kapitolaପବିତ୍ର ବାଇବଲ (CL) NT (BSI)30 ସମଗ୍ର ନଗରରେ ଉତ୍ତେଜନା ଖେଳିଗଲା। ଲୋକମାନେ ପାଉଲଙ୍କୁ ମନ୍ଦିର ବାହାକୁ ଘୋଷାଡ଼ି ଆଣିଲେ। ମନ୍ଦିରର କବାଟଗୁଡ଼ିକ ବନ୍ଦ କରି ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା। Viz kapitola |