Online Bible

- Reklamy -




ପ୍ରେରିତ 21:33 - ପବିତ୍ର ବାଇବଲ

33 ତା'ପରେ ସେନାପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳିରେ ବାନ୍ଧି ଦେବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ’ଣ କରିଛନ୍ତି ବୋଲି ସେନାପତି ପଗ୍ଭରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ସେତେବେଳେ ସହସ୍ରସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ତାଙ୍କୁ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି ସେ କିଏ ଓ କʼଣ କରିଅଛି ବୋଲି ପଚାରିଲେ।

Viz kapitola kopírovat

ଓଡିଆ ବାଇବେଲ

33 ସେତେବେଳେ ସହସ୍ର ସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କ'ଣ କରିଅଛି ବୋଲି ପଚାରିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ସୈନ୍ୟାଧ୍ୟକ୍ଷ ପାଉଲଙ୍କୁ ଗିରଫ କରି ତାଙ୍କୁ ଦୁଇଟି ଜଞ୍ଜିରରେ ବାନ୍ଧିବା ପାଇଁ ଆଦେଶ ଦେଲେ। ତା’ପରେ ସେ ପଚାରିଲେ, “ଏ ଲୋକଟି କିଏ ଓ ସେ କ’ଣ କରିଛି?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।

Viz kapitola kopírovat




ପ୍ରେରିତ 21:33

Následuj nás:

Reklamy


Reklamy