Online Bible

- Reklamy -




ପ୍ରେରିତ 21:39 - ପବିତ୍ର ବାଇବଲ

39 ପାଉଲ କହିଲେ, “ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଗ୍ଭହୁଁଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, ତାର୍ଷ ନଗରର ଲୋକ, କିଲିକିଆର ଗୋଟିଏ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ପାଉଲ ଉତ୍ତର ଦେଲେ, “ସିଲିଷୀଆର ତାର୍ଷିସରେ ଜନ୍ମ ଗ୍ରହଣ କରିଥିବା ମୁଁ ଜଣେ ଇହୁଦୀ, ଏକ ପ୍ରଧାନ ନଗରର ନାଗରିକ। ଏହି ଲୋକମାନଙ୍କୁ ବୁଝାଇ କହିବା ପାଇଁ ଦୟା କରି ମୋତେ ଅନୁମତି ଦିଅନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।

Viz kapitola kopírovat




ପ୍ରେରିତ 21:39

Následuj nás:

Reklamy


Reklamy