ପ୍ରେରିତ 22:14 - ପବିତ୍ର ବାଇବଲ14 “ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେ କହିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କ ଇଚ୍ଛା ଜାଣିବା ନିମନ୍ତେ ଓ ସେହି ଧାର୍ମିକ ବ୍ୟକ୍ତିଙ୍କି ଦେଖିବା ନିମନ୍ତେ, ପୁଣି ତାହାଙ୍କ ମୁଖରୁ ବାଣୀ ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରିଅଛନ୍ତି, Viz kapitolaଓଡିଆ ବାଇବେଲ14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)14 ସେ କହିଲେ, ‘ଆମ ପୂର୍ବପୁରୁଷମାନଙ୍କର ପ୍ରଭୁ ତୁମକୁ ତାଙ୍କର ଅଭିମତ ଜାଣିବା ପାଇଁ, ତାଙ୍କର ଧାର୍ମିକ ସେବକଙ୍କୁ ଦେଖିବା ପାଇଁ ଓ ତାଙ୍କର କଥା ଶୁଣିବା ପାଇଁ ମନୋନୀତ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି, Viz kapitola |