ପ୍ରେରିତ 22:15 - ପବିତ୍ର ବାଇବଲ15 କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ନିକଟରେ ତାହାଙ୍କର ସାକ୍ଷୀ ହେବ। Viz kapitolaଓଡିଆ ବାଇବେଲ15 କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)15 କାରଣ ତୁମେ ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କ ନିକଟରେ ପ୍ରକାଶ କରିବା ପାଇଁ ତୁମେ ତାଙ୍କର ସାକ୍ଷୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ। Viz kapitola |